Numbers 3:8 — Compare Translations

5 translations compared side by side

Odia - 1840
"ପୁଣି ସମାନେେ ସମାଗମ ତମ୍ବୁର ସବୋକାର୍ୟ୍ଯ କରିବା ସମୟରେ ସମାଗମ ତମ୍ବୁର ସମସ୍ତ ଦ୍ରବ୍ଯର ରକ୍ଷା କରିବେ ଓ ଇଶ୍ରାୟେଲ ଲୋକମାନଙ୍କର ସବୋ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ଵୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବା ସମୟରେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟର ରକ୍ଷା କରିବେ ଓ ଇସ୍ରାଏଲ ଲୋକମାନଙ୍କର ସେବା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ-ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁର ସମସ୍ତ ଦ୍ରବ୍ୟ ଓ ଇସ୍ରାଏଲ ସନ୍ତାନଗଣ ରକ୍ଷଣୀୟ ରକ୍ଷା କରିବେ।”