Numbers 3:9 — Compare Translations
5 translations compared side by side
Odia - 1840
"ଆଉ ତୁମ୍ଭେ ହାରୋଣ ଓ ତା'ର ପୁତ୍ରଗଣ ହସ୍ତ ରେ ଲବେୀୟମାନଙ୍କୁ ଦବେ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇଶ୍ରାୟେଲ ଲୋକମାନଙ୍କ ପକ୍ଷରୁ ସମାନଙ୍କେୁ ଦିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତୁମ୍ଭେ ହାରୋଣ ଓ ତା’ର ପୁତ୍ରଗଣ ହସ୍ତରେ ଲେବୀୟମାନଙ୍କୁ ଦେବ। ହାରୋଣ ଓ ତାଙ୍କର ପୁତ୍ରମାନଙ୍କୁ ଉପହାର ରୂପେ ଇସ୍ରାଏଲ ଲୋକମାନଙ୍କ ପକ୍ଷରୁ ସେମାନଙ୍କୁ ଦିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ-ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,
Odia IRV 2017 (ଓଡିଆ ବାଇବେଲ)
ଆଉ ତୁମ୍ଭେ ହାରୋଣ ଓ ତାହର ପୁତ୍ରଗଣର ହସ୍ତରେ ଲେବୀୟମାନଙ୍କୁ ସମର୍ପଣ କରିବ; ସେମାନେ ଇସ୍ରାଏଲ ସନ୍ତାନଗଣ ପକ୍ଷରେ ତାହା ପ୍ରତି ସମ୍ପୂର୍ଣ୍ଣ ରୂପେ ଦତ୍ତ ଲୋକ,