Numbers 30:1 — Compare Translations
5 translations compared side by side
Odia - 1840
"ଅନନ୍ତର ମାଶାେ ଇଶ୍ରାୟେଲ ପରିବାର ବର୍ଗଗୁଡିକରେ ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦଇେଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ମୋଶା ଇସ୍ରାଏଲ-ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ବିଶେଷ ପ୍ରତିଜ୍ଞା ଅନନ୍ତର ମୋଶା ଇସ୍ରାଏଲ ପରିବାର ବର୍ଗଗୁଡ଼ିକରେ ପ୍ରଧାନବର୍ଗଙ୍କୁ କହିଲେ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ମୋଶା ଇସ୍ରାଏଲ ସନ୍ତାନମାନଙ୍କ ବଂଶର ପ୍ରଧାନବର୍ଗଙ୍କୁ କହିଲେ, “ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।