Numbers 30:10 — Compare Translations
5 translations compared side by side
Odia - 1840
"କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପା ରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ଯେବେ ସ୍ଵାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଜଣେ ବିବାହିତ ସ୍ତ୍ରୀ ହୁଏତ ପ୍ରତିଜ୍ଞା କରିପାରେ କିମ୍ବା କିଛି ଶପଥରେ ନିଜକୁ ବାନ୍ଧି ପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,