Numbers 30:11 — Compare Translations
5 translations compared side by side
Odia - 1840
"ପୁଣି ତାହାର ସ୍ବାମୀ ତାହା ଶୁଣି ତାହା ପ୍ରତି ତୁନି ହାଇେ ରହେ ଓ ତାହାକୁ ନିଷଧେ ନକରେ, ତବେେ ତା'ର ସମସ୍ତ ପ୍ରତିଜ୍ଞା ପାଳନ ହବେ, ପୁଣି ସେ ଯେଉଁ ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ସ୍ଵାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି ସେ ଯେଉଁସବୁ ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତା’ର ସମସ୍ତ ପ୍ରତିଜ୍ଞା ପାଳନ ହେବ, ପୁଣି ସେ ଯେଉଁ ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହା ସବୁ ପାଳନ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।