Numbers 30:12 — Compare Translations
5 translations compared side by side
Odia - 1840
"ମାତ୍ର ତା'ର ସ୍ବାମୀ ଯଦି ଶୁଣିବା ପରେ ତାକୁ ଅସ୍ବୀକାର କରେ, ତବେେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନଇେଥିବା ଶପଥସବୁ ବାତିଲ ହାଇଯେିବ। ତା'ର ସ୍ବାମୀ ପ୍ରତିଜ୍ଞା ଭଂଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ସ୍ଵାମୀ ଯେବେ ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ଵାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ତା’ର ସ୍ୱାମୀ ଯଦି ଶୁଣିବା ପରେ ତାକୁ ଅସ୍ୱୀକାର କରେ, ତେବେ ସେ କରିଥିବା ସମସ୍ତ ପ୍ରତିଜ୍ଞା ଓ ନେଇଥିବା ଶପଥସବୁ ବାତିଲ ହୋଇଯିବ। ତା’ର ସ୍ୱାମୀ ପ୍ରତିଜ୍ଞା ଭଙ୍ଗ କରାଇଲା। ତେଣୁ ସଦାପ୍ରଭୁ ତାକୁ କ୍ଷମା କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ସ୍ୱାମୀ ଯଦି ଶୁଣିବା ଦିନ ତାହାସବୁ ରହିତ ଓ ବ୍ୟର୍ଥ କରେ, ତେବେ ତାହାର ମାନତ ବିଷୟରେ ଓ ତାହାର ପ୍ରାଣର ବନ୍ଧନ ବିଷୟରେ ଯେସବୁ କଥା ତାହାର ମୁଖରୁ ନିର୍ଗତ ହୋଇଥିଲା, ସେସବୁ ସ୍ଥିର ହେବ ନାହିଁ; ତାହାର ସ୍ୱାମୀ ସେସବୁ ବ୍ୟର୍ଥ କଲା, ଏଣୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
Odia IRV 2017 (ଓଡିଆ ବାଇବେଲ)