Numbers 30:13 — Compare Translations

5 translations compared side by side

Odia - 1840
"ତାହାର ସ୍ବାମୀ ତାହାର ପ୍ରେତ୍ୟକକ ମାନତ ଓ ପ୍ରାଣକୁ କ୍ଲେଶ ଦବୋର ପ୍ରତିଜ୍ଞାୟୁକ୍ତ ପ୍ରେତ୍ୟକକ ଶପଥ ସ୍ଥିର କରିପା ରେ, କିମ୍ବା ତାହା ସ୍ବାମୀ ଭଙ୍ଗ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ସ୍ଵାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ଵାମୀ ବ୍ୟର୍ଥ କରି ପାରେ ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, କିମ୍ବା ତାହା ସ୍ୱାମୀ ଭଙ୍ଗ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରିପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରିପାରେ।
Odia IRV 2017 (ଓଡିଆ ବାଇବେଲ)
ତାହାର ସ୍ୱାମୀ ତାହାର ପ୍ରତ୍ୟେକ ମାନତ ଓ ପ୍ରାଣକୁ କ୍ଳେଶ ଦେବାର ପ୍ରତିଜ୍ଞାଯୁକ୍ତ ପ୍ରତ୍ୟେକ ଶପଥ ସ୍ଥିର କରି ପାରେ, ଅବା ତାହାର ସ୍ୱାମୀ ବ୍ୟର୍ଥ କରି ପାରେ।