Numbers 30:14 — Compare Translations

5 translations compared side by side

Odia - 1840
"ଯଦି ତା'ର ସ୍ବାମୀ ଶୁଣିବା ପରଠାରୁ ନୀରବ ହାଇେ ରହେ, ତବେେ ତା'ର ପ୍ରତିଜ୍ଞାଗୁଡିକ ପାଳନ କରାୟିବ କାରଣ ତା'ର ସ୍ବାମୀ ନୀରବ ହାଇେ ରହିଲା, ଯେତବେେଳେ ସେ ଏବିଷଯ ରେ ଶୁଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ସ୍ଵାମୀ ଯେବେ ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ବ୍ରତ ସ୍ଥିର କରେ । ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ସ୍ୱାମୀ ଶୁଣିବା ପରଠାରୁ ନୀରବ ହୋଇ ରହେ, ତେବେ ତା’ର ପ୍ରତିଜ୍ଞାଗୁଡ଼ିକ ପାଳନ କରାଯିବ କାରଣ ତା’ର ସ୍ୱାମୀ ନୀରବ ହୋଇ ରହିଲା, ଯେତେବେଳେ ସେ ଏବିଷୟରେ ଶୁଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ସ୍ୱାମୀ ଯଦି ଦିନକୁ ଦିନ ତାହା ପ୍ରତି ସର୍ବତୋଭାବେ ତୁନି ହୋଇ ରହେ, ତେବେ ସେ ତାହାର ସମସ୍ତ ମାନତ ଅବା ତାହାର ସମସ୍ତ ପ୍ରତିଜ୍ଞା ସ୍ଥିର କରେ। ସେ ତାହା ଶୁଣିବା ଦିନ ତୁନି ହୋଇ ରହିବାରୁ ତାହା ସ୍ଥିର କଲା।