Numbers 30:15 — Compare Translations

5 translations compared side by side

Odia - 1840
"କିନ୍ତୁ ଯଦି ସେ ପରେ ତା'ର (ସ୍ତ୍ରୀ) ଶପଥକୁ ପ୍ରତ୍ଯାଖ୍ଯାନ କରେ (ପ୍ରଥମ ଦିନପରେ) ତାହାଲେ ସେ (ସ୍ବାମୀ) ତା'ର (ସ୍ତ୍ରୀର) ଦୋଷ ବହନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହା ଶୁଣିଲା ଉତ୍ତାରେ ଯେବେ ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବହିବ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯଦି ସେ ପରେ ତା’ର (ସ୍ତ୍ରୀ) ଶପଥକୁ ପ୍ରତ୍ୟାଖ୍ୟାନ କରେ (ପ୍ରଥମ ଦିନପରେ) ତାହାହାଲେ ସେ (ସ୍ୱାମୀ) ତା’ର (ସ୍ତ୍ରୀର) ଦୋଷ ବହନ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହା ଶୁଣିଲା ଉତ୍ତାରେ ଯଦି ସେ ତାହା ରହିତ ଓ ବ୍ୟର୍ଥ କରେ, ତେବେ ସେ ସ୍ତ୍ରୀର ଅପରାଧ ବୋହିବ।”