Numbers 30:16 — Compare Translations

5 translations compared side by side

Odia - 1840
"ପୁରୁଷ ଓ ତାହାର ସ୍ତ୍ରୀ ବିଷଯ ରେ, ପିତା ଓ ପିତ୍ରାଳଯର ୟୁବତୀ କନ୍ଯା ବିଷଯ ରେ ସଦାପ୍ରଭୁ ମାଶାଙ୍କେୁ ଏହିସବୁ ଆଜ୍ଞା ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁରୁଷ ଓ ତାହାର ସ୍ତ୍ରୀ ବିଷୟରେ, ପିତା ଓ ପିତ୍ରାଳୟର ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହିସବୁ ଆଜ୍ଞା ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।
Odia IRV 2017 (ଓଡିଆ ବାଇବେଲ)
ପୁରୁଷ ଓ ତାହାର ଭାର୍ଯ୍ୟା ବିଷୟରେ, ପିତା ଓ ପିତୃଗୃହସ୍ଥିତା ଯୁବତୀ କନ୍ୟା ବିଷୟରେ ସଦାପ୍ରଭୁ ମୋଶାଙ୍କୁ ଏହି ସମସ୍ତ ଆଜ୍ଞା ଦେଲେ।