Numbers 30:2 — Compare Translations

5 translations compared side by side

Odia - 1840
"କୌଣସି ପୁରୁଷ ପରମେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ବାରା ଆପଣା ପ୍ରାଣକୁ ଆବଦ୍ଧ କରିବାପାଇଁ ଶପଥ କଲେ, ତବେେ ସେ ଆପଣା ବାକ୍ଯ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ଯ ଅନୁସାରେ ସମସ୍ତ ସାଧନ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୌଣସି ପୁରୁଷ ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ଵାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
“କୌଣସି ପୁରୁଷ ଯେବେ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରତିଜ୍ଞା କରେ କିମ୍ବା ବ୍ରତଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କଲେ, ତେବେ ସେ ଆପଣା ବାକ୍ୟ ଲଘଂନ କରିବ ନାହିଁ, ସେ ମୁଖନିଃସୃତ ବାକ୍ୟ ଅନୁସାରେ ସମସ୍ତ ସାଧନ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।
Odia IRV 2017 (ଓଡିଆ ବାଇବେଲ)
କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।