Numbers 30:3 — Compare Translations
5 translations compared side by side
Odia - 1840
"ଆଉ ମଧ୍ଯ କୌଣସି ୟୁବତୀ ନିଜ ପିତୃଗୃହ ରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ବାରା ନିଜକୁ ଆବଦ୍ଧ କରେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ କୌଣସି ସ୍ତ୍ରୀ ଯେବେ ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ଵାରା ଆପଣାକୁ ଆବଦ୍ଧ କରେ,
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ମଧ୍ୟ କୌଣସି ଯୁବତୀ ନିଜ ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଯଦି ପ୍ରତିଜ୍ଞା କରେ ଓ ବ୍ରତଦ୍ୱାରା ନିଜକୁ ଆବଦ୍ଧ କରେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ କୌଣସି ସ୍ତ୍ରୀ ଯଦି ଯୌବନାବସ୍ଥାରେ ଆପଣା ପିତୃଗୃହରେ ଥିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ ଓ ବ୍ରତ ଦ୍ୱାରା ଆପଣାକୁ ଆବଦ୍ଧ କରେ,