Numbers 30:4 — Compare Translations

5 translations compared side by side

Odia - 1840
"ଯଦି ତା'ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନକରେ କିମ୍ବା ତା'ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ପିତା ଯେବେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତର କଥା ଶୁଣି ତାହାକୁ କିଛି ନ କହେ, ତେବେ ତାହାର ସକଳ ମାନତ ସ୍ଥିର ହେବ; ପୁଣି ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ପିତା, ସେ ପ୍ରତିଜ୍ଞା କରିଥିବା ବିରୋଧ ନ କରେ ତେବେ, ତା’ର ସବୁ ଶପଥ ଓ ପ୍ରତିଜ୍ଞା କରିଥିବା ଏହା ପାଳନ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ପିତା ଯଦି ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ପ୍ରତିଜ୍ଞାର କଥା ଶୁଣି ତାହାକୁ କିଛି ନ କହେ, ଯଦି ତାହାର ସକଳ ମାନତ ସ୍ଥିର ହେବ; ପୁଣି, ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ସେହି ବ୍ରତ ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)