Numbers 30:5 — Compare Translations

5 translations compared side by side

Odia - 1840
"ଯଦି ତା'ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସଗେୁଡିକ ପାଳନ କରାୟିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦବେେ, ଯେ ହତେୁ ତା'ର ପିତା ତାକୁ ଏହା କରିବା ପାଇ ମନା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ପିତା ଯେବେ ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି ତାହାର ପିତା ନିଷେଧ କରିବା ହେତୁରୁ ସଦାପ୍ରଭୁ ତାହାକୁ କ୍ଷମା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ତା’ର ପିତା, ସେ କରିଥିବା ପ୍ରତିଜ୍ଞା ଓ ଶପଥ ପାଇଁ ଆପତ୍ତି କରେ, ସେଗୁଡ଼ିକ ପାଳନ କରାଯିବ ନାହିଁ। ସଦାପ୍ରଭୁ ତାକୁ କ୍ଷମା କରି ଦେବେ, ଯେହେତୁ ତା’ର ପିତା ତାକୁ ଏହା କରିବା ପାଇଁ ମନା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ପିତା ଯଦି ଶୁଣିବା ଦିନ ତାହାକୁ ନିଷେଧ କରେ, ତେବେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ନାହିଁ; ପୁଣି, ତାହାର ପିତା ନିଷେଧ କରିବା ସକାଶୁ ସଦାପ୍ରଭୁ ତାହାକୁ କ୍ଷମା କରିବେ।
Odia IRV 2017 (ଓଡିଆ ବାଇବେଲ)