Numbers 30:6 — Compare Translations

5 translations compared side by side

Odia - 1840
" ସେ ଶପଥ କିମ୍ବା ଅସାବଧାନ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପା ରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯେବେ ସେ ଆପଣା ମାନତର ଅବା ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ଵାମୀକି ବିବାହ କରେ;
Odia Bible ERV 2004 (ପବିତ୍ର ବାଇବଲ)
“ସେ ଶପଥ କିମ୍ବା ଅସାଧାରଣ ପ୍ରତିଜ୍ଞା କଲାପରେ ସେ ହୁଏତ କାହାକୁ ବିବାହ କରିପାରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;
Odia IRV 2017 (ଓଡିଆ ବାଇବେଲ)
ଆଉ ଯଦି ସେ ଆପଣା ମାନତର ଅବା ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟର ଅଧୀନା ଥାଉ ଥାଉ କୌଣସି ସ୍ୱାମୀକୁ ବିବାହ କରେ;