Numbers 30:7 — Compare Translations
5 translations compared side by side
Odia - 1840
"ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତାହାର ସ୍ଵାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତା’ର ସ୍ୱାମୀ ତାହା ଶୁଣି କୌଣସି ଅଭିଯୋଗ ନ କରେ, ତେବେ ତା’ର ପ୍ରତିଜ୍ଞା ପାଳନ ହେବ ଓ ସେ କରିଥିବା ଶପଥ ପାଳନ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।