Numbers 30:8 — Compare Translations

5 translations compared side by side

Odia - 1840
"ମାତ୍ର ଯଦି ତା'ର ସ୍ବାମୀ ଏ ବିଷଯ ରେ ଶୁଣେ ଓ ତାହାକୁ ତା'ର ପ୍ରତିଜ୍ଞା ତା'କୁ ପାଳନ କରିବାକୁ ବାରଣ କରେ, ତବେେ କରାୟାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାର ସ୍ଵାମୀ ତାହା ଶୁଣିବା ଦିନ ଯେବେ ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ଵାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ । ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯଦି ତା’ର ସ୍ୱାମୀ ଏ ବିଷୟରେ ଶୁଣେ ଓ ତାହାକୁ ତା’ର ପ୍ରତିଜ୍ଞା ତାକୁ ପାଳନ କରିବାକୁ ବାରଣ କରେ, ତେବେ କରାଯାଇଥିବା ପ୍ରତିଜ୍ଞା ବାତିଲ ହୁଏ ଓ ସଦାପ୍ରଭୁ ଏଥିପାଇଁ ତାକୁ କ୍ଷମା କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।