Numbers 30:9 — Compare Translations

5 translations compared side by side

Odia - 1840
"ମାତ୍ର ବିଧବା କି ସ୍ବାମୀ ପରିତ୍ଯକ୍ତା ସ୍ତ୍ରୀ ମାନତ କଲେ, ସେ ଯେ କୌଣସି ବିଷଯ ରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ବିଧବା କି ସ୍ଵାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ବିଧବା କି ସ୍ୱାମୀ ପରିତ୍ୟକ୍ତା ସ୍ତ୍ରୀ ମାନତ କଲେ, ସେ ଯେକୌଣସି ବିଷୟରେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି ସେ ତାହା କରିବା ଅନୁସାରେ ପୂରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହିସବୁ ତାହା ନିମନ୍ତେ ସ୍ଥିର ହେବ।