Numbers 31:10 — Compare Translations

5 translations compared side by side

Odia - 1840
"ତା'ପରେ ସମାନଙ୍କେର ସକଳ ନଗର ଓ ସକଳ ଗ୍ରାମଗୁଡିକ ଦଗ୍ଧ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନଙ୍କର ସକଳ ନଗର ଓ ସକଳ ଗ୍ରାମଗୁଡ଼ିକ ଦ‌ଗ୍‌ଧ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।