Numbers 31:11 — Compare Translations
5 translations compared side by side
Odia - 1840
"ଆଉ ସମାନେେ ଲୁଟିତ ଦ୍ରବ୍ଯ ସହ ସମସ୍ତ ଧୃତ ମନୁଷ୍ଯ ଓ ପଶୁ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ଲୁଟିତ ଦ୍ରବ୍ୟ ସହ ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।