Numbers 31:12 — Compare Translations
5 translations compared side by side
Odia - 1840
"ପୁଣି ସମାନେେ ଯିରୀହାେ ନିକଟବର୍ତ୍ତୀ ୟର୍ଦ୍ଦନତୀରସ୍ଥ ମାୟୋବ ପଦା ରେ ସ୍ଥାପିତ ଛାଉଣୀକୁ ଆଣିଲେ। ସମାନେେ ସମାନଙ୍କେୁ ମାଶାଙ୍କେ ନିକଟକୁ, ଯାଜକ ଇଲିଯାସର ନିକଟକୁ ଓ ଇଶ୍ରାୟେଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର ଓ ଇଲୀୟାସର ଯାଜକର ଓ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀ ନିକଟକୁ ସେହି ବନ୍ଦୀମାନଙ୍କୁ ଓ ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନତୀରସ୍ଥ ମୋୟାବ ପଦାରେ ସ୍ଥାପିତ ଛାଉଣିକୁ ଆଣିଲେ। ସେମାନେ ସେମାନଙ୍କୁ ମୋଶାଙ୍କ ନିକଟକୁ, ଯାଜକ ଇଲିୟାସର ନିକଟକୁ ଓ ଇସ୍ରାଏଲର ସମସ୍ତ ଲୋକମାନଙ୍କ ନିକଟକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।