Numbers 31:13 — Compare Translations
5 translations compared side by side
Odia - 1840
"ତା'ପରେ ମାଶାେ, ଯାଜକ ଇଲିଯାସର ଓ ଲୋକମାନଙ୍କର ନତେୃଗଣ ସମାନଙ୍କେୁ ଦେଖିବାକୁ ଛାଉଣୀ ବାହାରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଓ ଇଲୀୟାସର ଯାଜକ ଓ ମଣ୍ତଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ମୋଶା, ଯାଜକ ଇଲିୟାସର ଓ ଲୋକମାନଙ୍କର ନେତୃଗଣ ସେମାନଙ୍କୁ ଦେଖିବାକୁ ଛାଉଣି ବାହାରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।