Numbers 31:14 — Compare Translations

5 translations compared side by side

Odia - 1840
"ସେତବେେଳେ ମାଶାେ ସନୋପତିମାନଙ୍କ ପ୍ରତି (ଅର୍ଥାତ୍ ସହସ୍ରପତି ଓ ଶତପତିମାନଙ୍କ ପ୍ରତି) କୋର୍ଧ କଲେ। ଯେଉଁମାନେ ୟୁଦ୍ଧ କ୍ଷେତ୍ରରୁ ଫରେି ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମୋଶା ସେନାପତିମାନଙ୍କ ପ୍ରତି (ଅର୍ଥାତ୍ ସହସ୍ରପତି ଓ ଶତପତିମାନଙ୍କ ପ୍ରତି) କ୍ରୋଧ କଲେ, ଯେଉଁମାନେ ଯୁଦ୍ଧ କ୍ଷେତ୍ରରୁ ଫେରି ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।