Numbers 31:16 — Compare Translations

5 translations compared side by side

Odia - 1840
"ଏହାକୁ ଦେଖ, ଏହି ସ୍ତ୍ରୀ ଲୋକମାନେ ବିଲିଯମର ପରାମର୍ଶ ରେ ପିୟୋରଠା ରେ ଇଶ୍ରାୟେଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧ ରେ ଆଗଇେ ନଇେଥିଲେ। ସେଥି ସକାେଶ ସଦାପ୍ରଭୁଙ୍କ ଲୋକମାନଙ୍କ ମଧିଅରେ ମହାମାରୀ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଏମାନେ ବିଲୀୟମର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ତଳୀ ମଧ୍ୟରେ ମହାମାରୀ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହାକୁ ଦେଖ, ଏହି ସ୍ତ୍ରୀ ଲୋକମାନେ ବିଲିୟମର ପରାମର୍ଶରେ ପିୟୋରଠାରେ ଇସ୍ରାଏଲ ସନ୍ତାନଗଣକୁ ସଦାପ୍ରଭୁଙ୍କ ବିରୁଦ୍ଧରେ ଆଗେଇ ନେଇଥିଲେ। ସେଥି ସକାଶେ ସଦାପ୍ରଭୁଙ୍କ ଲୋକମାନଙ୍କ ମଧ୍ୟରେ ମହାମାରୀ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।