Numbers 31:17 — Compare Translations
5 translations compared side by side
Odia - 1840
"ଏଣୁ ତୁମ୍ଭମାନେେ ବନ୍ଦୀମାନଙ୍କ ମଧ୍ଯରୁ ସମସ୍ତ ପୁରୁଷ ପିଲାମାନଙ୍କୁ ହତ୍ଯା କର। ପୁଣି ଯେଉଁ ସ୍ତ୍ରୀ ଲୋକମାନେ ପୁରୁଷଙ୍କ ସହିତ ୟୌନ ସଂପର୍କ ରଖିଛନ୍ତି, ସମାନଙ୍କେୁ ହତ୍ଯା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ତୁମ୍ଭେମାନେ ବନ୍ଦୀମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ହତ୍ୟା କର। ପୁଣି ଯେଉଁ ସ୍ତ୍ରୀ ଲୋକମାନେ ପୁରୁଷଙ୍କ ସହିତ ଯୌନ ସମ୍ପର୍କ ରଖିଛନ୍ତି, ସେମାନଙ୍କୁ ହତ୍ୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।
Odia IRV 2017 (ଓଡିଆ ବାଇବେଲ)
ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।