Numbers 31:18 — Compare Translations

5 translations compared side by side

Odia - 1840
"ମାତ୍ର ଯେଉଁ ୟୁବତୀ କନ୍ଯାମାନେ ପୁରୁଷମାନଙ୍କ ସହିତ ୟୌନ ସଂପର୍କ ରଖିବାର ଜ୍ଞାତ ହାଇନୋହାଁନ୍ତି, ସମାନଙ୍କେୁ ତୁମ୍ଭମାନଙ୍କ ସହିତ ଜୀବିତ ରଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଯେଉଁ ସ୍ତ୍ରୀପିଲାମାନେ ପୁରୁଷ-ସହବାସ ଜ୍ଞାତ ହୋଇ ନାହାନ୍ତି, ସେସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ ।
Odia Bible ERV 2004 (ପବିତ୍ର ବାଇବଲ)
ମାତ୍ର ଯେଉଁ ଯୁବତୀ କନ୍ୟାମାନେ ପୁରୁଷମାନଙ୍କ ସହିତ ଯୌନ ସମ୍ପର୍କ ରଖିବାର ଜ୍ଞାତ ହୋଇ ନାହାନ୍ତି, ସେମାନଙ୍କୁ ତୁମ୍ଭମାନଙ୍କ ସହିତ ଜୀବିତ ରଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।