Numbers 31:19 — Compare Translations

5 translations compared side by side

Odia - 1840
"ତୁମ୍ଭମାନଙ୍କ ମଧ୍ଯରୁ ଯେଉଁମାନେ ମନୁଷ୍ଯ ହତ୍ଯା କରି ଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସମାନେେ ସାତଦିନ ଛାଉଣୀ ବାହା ରେ ରହିବେ। ସମାନେେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନ ରେ ଓ ସପ୍ତମ ଦିନ ରେ ନିଜକୁ ଶୁଚି କରିବା ଉଚିତ୍।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ ଓ ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କ ମଧ୍ୟରୁ ଯେଉଁମାନେ ମନୁଷ୍ୟ ହତ୍ୟା କରିଅଛନ୍ତି କିମ୍ବା ମୃତ ଶରୀରକୁ ସ୍ପର୍ଶ କରିଅଛନ୍ତି, ସେମାନେ ସାତ ଦିନ ଛାଉଣି ବାହାରେ ରହିବେ। ସେମାନେ ଓ ତୁମ୍ଭର ବନ୍ଦୀମାନେ ତୃତୀୟ ଦିନରେ ଓ ସପ୍ତମ ଦିନରେ ନିଜକୁ ଶୁଚି କରିବା ଉଚିତ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।
Odia IRV 2017 (ଓଡିଆ ବାଇବେଲ)