Numbers 31:2 — Compare Translations

5 translations compared side by side

Odia - 1840
"ଇଶ୍ରାୟେଲ ଲୋକମାନଙ୍କ ସକାେଶ ମିଦିଯନୀଯମାନଙ୍କ ଉପରେ ପ୍ରତି ଶାଧେ ନିଅ। ତା'ପରେ ତୁମ୍ଭମାନେ ମୃତ୍ଯୁ ବରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଇସ୍ରାଏଲ ଲୋକମାନଙ୍କ ସକାଶେ ମିଦିୟନୀୟମାନଙ୍କ ଉପରେ ପ୍ରତିଶୋଧ ନିଅ। ତା’ପରେ ତୁମ୍ଭେ ମୃତ୍ୟୁବରଣ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ ଇସ୍ରାଏଲ ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”