Numbers 31:20 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ୟାବତୀଯ ବସ୍ତ୍ର, ଚର୍ମନିର୍ମିତ ବସ୍ତୁ, ଛଳେି ଲୋମ ନିର୍ମିତ ବସ୍ତ୍ର ଓ କାଠ ନିର୍ମିତ ବସ୍ତୁ ବିଶୁଦ୍ଧ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯାବତୀୟ ବସ୍ତ୍ର ଓ ଚର୍ମନିର୍ମିତ ଯାବତୀୟ ବସ୍ତୁ ଓ ଛାଗଲୋମନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ଵନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ବସ୍ତୁ, ଛେଳି ଲୋମ ନିର୍ମିତ ବସ୍ତ୍ର ଓ କାଠ ନିର୍ମିତ ବସ୍ତୁ ବିଶୁଦ୍ଧ କରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯାବତୀୟ ବସ୍ତ୍ର, ଚର୍ମନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”