Numbers 31:21 — Compare Translations

5 translations compared side by side

Odia - 1840
"ତହୁଁ ଇଲିଯାସର ଯାଜକ ୟୁଦ୍ଧକୁ ୟାଇଥିବା ୟୋଦ୍ଧାମାନଙ୍କୁ କହିଲା, ସଦାପ୍ରଭୁ ମାଶାଙ୍କେୁ ଯେଉଁ ବ୍ଯବସ୍ଥାର ଆଜ୍ଞା ଦଇେଥିଲେ, ତହିଁରେ ବିଧି ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଇଲିୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;