Numbers 31:23 — Compare Translations
5 translations compared side by side
Odia - 1840
"ଯେଉଁ ଦ୍ରବ୍ଯ ଅଗ୍ନି ରେ ପକାୟାଇ ପାରିବ ନାହିଁ ତାକୁ ଜଳ ରେ ଧୋଇ ଶୁଚି କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି ଯେସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଦ୍ରବ୍ୟ ଅଗ୍ନିରେ ପକାଯାଇ ପାରିବ ନାହିଁ ତାକୁ ଜଳରେ ଧୋଇ ଶୁଚି କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
Odia IRV 2017 (ଓଡିଆ ବାଇବେଲ)
ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁ ସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।