Numbers 31:24 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ସପ୍ତମ ଦିନ ରେ ନିଜ ନିଜ ବସ୍ତ୍ର ଧୋଇବା ଉଚିତ୍, ତହିଁରେ ତୁମ୍ଭମାନେେ ଶୁଚି ହବେ; ତା'ପରେ ତୁମ୍ଭମାନେେ ଛାଉଣୀ ରେ ପ୍ରବେଶ କରିପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ସପ୍ତମ ଦିନରେ ନିଜ ନିଜ ବସ୍ତ୍ର ଧୋଇବା ଉଚିତ୍, ତହିଁରେ ତୁମ୍ଭେମାନେ ଶୁଚି ହେବ; ତା’ପରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରି ପାରିବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”