Numbers 31:26 — Compare Translations

5 translations compared side by side

Odia - 1840
"ତୁମ୍ଭେ ଓ ଇଲିଯାସ ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ୟୁଦ୍ଧ ରେ ସୈନ୍ଯମାନଙ୍କ ଦ୍ବାରା ଧୃତ ଜୀବଗଣର ଅର୍ଥାତ୍ ବନ୍ଦୀ ମନୁଷ୍ଯର, ପଶୁର ଗଣନା କର ଓ ସମସ୍ତ ଦ୍ରବ୍ଯର ସଂଖ୍ଯା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଓ ଇଲୀୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେ ଓ ଇଲିୟାସର ଯାଜକ ଓ ମଣ୍ତଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ସୈନ୍ୟମାନଙ୍କ ଦ୍ୱାରା ଧୃତ ଜୀବଗଣର ଅର୍ଥାତ୍ ବନ୍ଦୀ ମନୁଷ୍ୟର, ପଶୁର ଗଣନା କର ଓ ସମସ୍ତ ଦ୍ରବ୍ୟର ସଂଖ୍ୟା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।
Odia IRV 2017 (ଓଡିଆ ବାଇବେଲ)
“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।”