Numbers 31:27 — Compare Translations

5 translations compared side by side

Odia - 1840
"ସହେିସବୁ ଜିନିଷକୁ ସମାନ ଭାବରେ ସୈନ୍ଯମାନଙ୍କ ମଧିଅରେ ଓ ସମସ୍ତ ମଣ୍ତଳି ମଧିଅରେ ବାଣ୍ଟି ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ତଳୀର ମଧ୍ୟରେ ବିଭାଗ କର ।
Odia Bible ERV 2004 (ପବିତ୍ର ବାଇବଲ)
ସେହିସବୁ ଜିନିଷକୁ ସମାନ ଭାବରେ ସୈନ୍ୟମାନଙ୍କ ମଧ୍ୟରେ ଓ ସମସ୍ତ ମଣ୍ତଳୀ ମଧ୍ୟରେ ବାଣ୍ଟି ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।