Numbers 31:28 — Compare Translations
5 translations compared side by side
Odia - 1840
"ପୁଣି ୟୁଦ୍ଧକୁ ୟାଇଥିବା ୟୋଦ୍ଦାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ, ସମାନଙ୍କେର ଲଭ୍ଯ ଅର୍ଦ୍ଧାଂଶରୁ ମନୁଷ୍ଯ, ଗୋରୁ, ଗର୍ଦ୍ଦଭ, ଓ ମଷେମାନଙ୍କ ମଧ୍ଯରୁ ପ୍ରତି ପାଞ୍ଚଶହ ରେ ଗୋଟିଏ ଲଖାଏଁେ ଜୀବ ସଂଗ୍ରହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷମାନଙ୍କର,
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ, ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ, ଓ ମେଷମାନଙ୍କ ମଧ୍ୟରୁ ପ୍ରତି ପାଞ୍ଚଶହରେ ଗୋଟିଏ ଲେଖାଏଁ ଜୀବ ସଂଗ୍ରହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,