Numbers 31:29 — Compare Translations

5 translations compared side by side

Odia - 1840
"ଏହି ଜିନିଷସବୁ ସଦାପ୍ରଭୁଙ୍କୁ ଉପହାରରୂପେ ଯାଜକ ଇଲିଯାସରକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପ୍ରତି ପଚାଶରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ଜିନିଷସବୁ ସଦାପ୍ରଭୁଙ୍କୁ ଉପହାରରୂପେ ଯାଜକ ଇଲିୟାସରକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;
Odia IRV 2017 (ଓଡିଆ ବାଇବେଲ)
ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;