Numbers 31:3 — Compare Translations

5 translations compared side by side

Odia - 1840
"ତହିଁରେ ମାଶାେ ଲୋକମାନଙ୍କୁ କହିଲେ, ତୁମ୍ଭମାନଙ୍କର କେତକେ ଲୋକମାନଙ୍କୁ ୟୁଦ୍ଧ ପାଇଁ ପ୍ରସ୍ତୁତ କର, ସମାନେେ ମିଦିଯନୀଯମାନଙ୍କ ବିଷଯ ରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ୟୁଦ୍ଧ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଲୋକମାନଙ୍କୁ କହିଲେ, ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ ଲୋକ ସଜ୍ଜ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭମାନଙ୍କର କେତେକ ଲୋକମାନଙ୍କୁ ଯୁଦ୍ଧ ପାଇଁ ପ୍ରସ୍ତୁତ କର, ସେମାନେ ମିଦିୟନୀୟମାନଙ୍କ ବିଷୟରେ ସଦାପ୍ରଭୁଙ୍କ ଦଣ୍ତାଜ୍ଞା ସଫଳ କରିବା ନିମନ୍ତେ ଯୁଦ୍ଧ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।