Numbers 31:30 — Compare Translations

5 translations compared side by side

Odia - 1840
"ପୁଣି ଇଶ୍ରାୟେଲୀୟ ଲୋକମାନଙ୍କ ପ୍ରାପ୍ତ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ଯ,ଗୋରୁ, ଗର୍ଦ୍ଦଭ ଓ ମଷୋଦି ସମସ୍ତ ପଶୁ ମଧ୍ଯରୁ ପ୍ରତି ପଚାଶର ଗୋଟିଏ ଲଖାଏଁେ ନଇେ ଲବେୀୟମାନଙ୍କୁ ଦିଅ। କାରଣ ସମାନେେ ସଦାପ୍ରଭୁଙ୍କର ପବିତ୍ର ତମ୍ବୁର ରକ୍ଷକ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ ଓ ଗୋରୁ ଓ ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପଚାଶରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଇସ୍ରାଏଲୀୟ ଲୋକମାନଙ୍କ ପ୍ରାପ୍ତ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁ ମଧ୍ୟରୁ ପ୍ରତି ପଗ୍ଭଶ୍‌ରୁ ଗୋଟିଏ ଲେଖାଏଁ ନେଇ ଲେବୀୟମାନଙ୍କୁ ଦିଅ। କାରଣ ସେମାନେ ସଦାପ୍ରଭୁଙ୍କର ପବିତ୍ର ତମ୍ବୁର ରକ୍ଷକ ଅଟନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;