Numbers 31:32 — Compare Translations

5 translations compared side by side

Odia - 1840
"ୟୁଦ୍ଧ ରେ ଲୁଣ୍ଠିତ ଦ୍ରବ୍ଯ ମଧିଅରେ 6,75,000 ମଷେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ଛଡ଼ା ଯେଉଁ ସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
Odia Bible ERV 2004 (ପବିତ୍ର ବାଇବଲ)
ଯୁଦ୍ଧରେ ଲୁଣ୍ଠିତ ଦ୍ରବ୍ୟ ମଧ୍ୟରେ 675,000 ମେଷ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
Odia IRV 2017 (ଓଡିଆ ବାଇବେଲ)
ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁ ସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,