Numbers 31:35 — Compare Translations

5 translations compared side by side

Odia - 1840
"ଓ 32,000 ସ୍ତ୍ରୀ ଲୋକ ଯେଉଁମାନେ କି ପୁରୁଷ ସହବାସ ଅଜ୍ଞାତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଓ 32,000 ସ୍ତ୍ରୀ ଲୋକ ଯେଉଁମାନେ କି ପୁରୁଷ ସହବାସ ଅଜ୍ଞାତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।