Numbers 31:37 — Compare Translations

5 translations compared side by side

Odia - 1840
"ସହେି ମଷେ ମଧ୍ଯରୁ ସମାନେେ 675 ସଦାପ୍ରଭୁଙ୍କୁ ମଷେ କର ସ୍ବରୂପ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ମେଷ ମଧ୍ୟରୁ ସେମାନେ 675 ସଦାପ୍ରଭୁଙ୍କୁ ମେଷ କର ସ୍ୱରୂପ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।