Numbers 31:38 — Compare Translations
5 translations compared side by side
Odia - 1840
"ଆଉ ସମାନଙ୍କେର 36,000 ଗୋରୁ ମଧ୍ଯରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ବରୂପ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନଙ୍କର 36,000 ଗୋରୁ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।