Numbers 31:39 — Compare Translations
5 translations compared side by side
Odia - 1840
"ସମାନଙ୍କେର 30,500 ଗଧ ମଧ୍ଯରୁ ସଦାପ୍ରଭୁଙ୍କର ସେଥି ରେ ଏକଷଠି ଗଧ କର ସ୍ବରୂପ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ଵରୂପ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର 30,500 ଗଧ ମଧ୍ୟରୁ ସଦାପ୍ରଭୁଙ୍କର ସେଥିରେ ଏକଷଠି ଗଧ କର ସ୍ୱରୂପ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
Recommended Reading