Numbers 31:4 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଇଶ୍ରାୟେଲର ପ୍ରେତ୍ୟକକ ବଂଶରୁ ଏକ ସହସ୍ର ଲୋକ ୟୁଦ୍ଧ ପାଇଁ ସଂଗ୍ରହ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଇସ୍ରାଏଲର ପ୍ରତ୍ୟେକ ବଂଶରୁ ଏକ ସହସ୍ର ଲୋକ ଯୁଦ୍ଧ ପାଇଁ ସଂଗ୍ରହ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଇସ୍ରାଏଲ-ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”