Numbers 31:41 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମାଶାେ ଏହିସବୁ ଯାଜକ ଇଲିଯାସକୁ ଉପହାର ସ୍ବରୂପ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ଵରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ ମୋଶା ଏହିସବୁ ଯାଜକ ଇଲିୟାସରକୁ ଉପହାର ସ୍ୱରୂପ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।