Numbers 31:42 — Compare Translations

5 translations compared side by side

Odia - 1840
"ପୁଣି ଯୋଦ୍ଧାମାନଙ୍କ ଅଂଶ ଛଡା ଯେଉଁ ଅର୍ଦ୍ଧାଂଶ ମାଶାେ ଇଶ୍ରାୟେଲ ସନ୍ତାନଗଣକୁ ଦଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଦେଇଥିଲେ;
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯୋଦ୍ଧାମାନଙ୍କ ଅଂଶ ଛଡ଼ା ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ ସନ୍ତାନଗଣକୁ ଦେଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;