Numbers 31:47 — Compare Translations
5 translations compared side by side
Odia - 1840
"ତହୁଁ ଇଶ୍ରାୟେଲ ସନ୍ତାନଗଣର ଲଭ୍ଯ ସହେି ପଚାଶ ପ୍ରତିଶତ ଅଂଶରୁ ମାଶାେ ମନୁଷ୍ଯ ଓ ପଶୁର ପ୍ରେତ୍ୟକକ ପଚାଶ ମଧ୍ଯରୁ ଗୋଟିଏ ଲଖାଏଁେ ନେଲେ ଓ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞାନୁସା ରେ ସଦାପ୍ରଭୁଙ୍କର ଆବାସ ରକ୍ଷକ ଲବେୀୟମାନଙ୍କୁ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ଇସ୍ରାଏଲ ସନ୍ତାନଗଣର ଲଭ୍ୟ ସେହି ପଗ୍ଭଶ୍ ପ୍ରତିଶତ ଅଂଶରୁ ମୋଶା ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଗ୍ଭଶ୍ ମଧ୍ୟରୁ ଗୋଟିଏ ଲେଖାଏଁ ନେଲେ ଓ ତାଙ୍କ ପ୍ରତି ସଦାପ୍ରଭୁଙ୍କର ଆଜ୍ଞାନୁସାରେ ସଦାପ୍ରଭୁଙ୍କର ଆବାସ ରକ୍ଷକ ଲେବୀୟମାନଙ୍କୁ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।