Numbers 31:48 — Compare Translations

5 translations compared side by side

Odia - 1840
"ଏହାପରେ ସୈନ୍ଯବାହୀନିର ନତେୃବର୍ଗ ସହସ୍ର ସୈନ୍ଯାଧିପତି ଓ ଶତ ସୈନ୍ଯାଧିପତିମାନେ ମାଶାଙ୍କେ ନିକଟକୁ ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ଵକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ସୈନ୍ୟବାହିନୀର ନେତୃବର୍ଗ ସହସ୍ର ସୈନ୍ୟାଧିପତି ଓ ଶତ ସୈନ୍ୟାଧିପତିମାନେ ମୋଶାଙ୍କ ନିକଟକୁ ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,