Numbers 31:49 — Compare Translations
5 translations compared side by side
Odia - 1840
"ସମାନେେ ମାଶାଙ୍କେୁ କହିଲେ, ଆମ୍ଭେ ତୁମ୍ଭର ସବେକଗଣ ନିଜ ଅଧୀନସ୍ଥ ସମସ୍ତ ଯୋଦ୍ଧାମାନଙ୍କୁ ଗଣନା କରିଅଛୁ। କହେିଜଣେ ହଜିୟାଇ ନାହାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ମୋଶାଙ୍କୁ କହିଲେ, ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋଶାଙ୍କୁ କହିଲେ, “ଆମ୍ଭେ ତୁମ୍ଭର ସେବକଗଣ ନିଜ ଅଧୀନସ୍ଥ ସମସ୍ତ ଯୋଦ୍ଧାମାନଙ୍କୁ ଗଣନା କରିଅଛୁ। କେହିଜଣେ ହଜିଯାଇ ନାହାନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।