Numbers 31:5 — Compare Translations

5 translations compared side by side

Odia - 1840
"ତେଣୁ ଇଶ୍ରାୟେଲ ବଂଶରୁ ସମୁଦାଯ ବାର ସହସ୍ର ଲୋକ ଏହି ୟୁଦ୍ଧ ପାଇଁ ସଜ୍ଜିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ଇସ୍ରାଏଲ ବଂଶରୁ ସମୁଦାୟ ବାର ସହସ୍ର ଲୋକ ଏହି ଯୁଦ୍ଧ ପାଇଁ ସଜ୍ଜିତ ହେଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।